ସାଙ୍ଗ- ପତ୍ନୀ ସହିତ ଝଗଡା ଶେଷ ହେଲା କି । ସ୍ଵାମୀ- ଆଣ୍ଠେଇକି ଚାଲିକି ଆସିଥିଲା ମୋ ପାଖକୁ… ଆଣ୍ଠେଇକି… । ସାଙ୍ଗ- କଣ କହୁଛୁ ରେ । ସ୍ଵାମୀ- ଆଉ ନୁହେଁ ତ କଣ… । ସାଙ୍ଗ- ତାପରେ କଣ କହିଲା । ସ୍ଵାମୀ- କହିଲା ପଲଙ୍କ ତଳୁ ବାହାରକୁ ଆସ… ମୁଁ ଝାଡୁ ରଖିଦେଇଛି… ଏବେ ମାରିବି ନାହିଁ .
ସ୍ଵାମୀ- କଣ ତୁମେ ମୋର ଜୀବନର ଚାନ୍ଦ ହେବ? ପତ୍ନୀ- ଖୁସି ହୋଇ)- ହଁ ସ୍ଵାମୀ…! ସ୍ଵାମୀ- ବହୁତ ଭଲ, ତ ମୋଠାରୁ 384000 କିଲୋମିଟର ଦୂରରେ ରୁହ…!!! ତାପରେ ସ୍ଵାମୀଙ୍କର ହେଇଛି ଜୋରଦାର ମାଡ.
ଝିଅ ଏଟିଏମ ପାଖରେ ପପ୍ପୁ କୁ କହିଲା… । ଭାଇ ମୋତେ ମୋର ବାଲାନ୍ସ ଚେକ କରିବାର ଅଛି, ଆପଣ ମୋର ସହାୟତା କରନ୍ତୁ। ପପ୍ପୁ ଝିଅକୁ ଏକ ଜୋରରେ ଲାତ ମାରିଲା… ଝିଅ ପଡିଗଲା! ପପ୍ପୁ (ଝିଅ କୁ)- ଆପଣଙ୍କ ବାଲାନ୍ସ ବହୁତ ଖରାପ ଅଟେ…!!! ତାପରେ ଝିଅ ପପ୍ପୁକୁ ଜବରଦସ୍ତ ମାଡ ଦେଲା ।
ସ୍କୁଲରୁ ଆସିବା ପରେ ପପ୍ପୁ ନିଜର ବାପାଙ୍କୁ କହିଲା… । ପପ୍ପୁ- ବାପା ମୋତେ ମାଡାମ ପ୍ରତିଦିନ ପିଟୁଛନ୍ତି । ବାପା- ତୁ ଭୟ ନକର ପୁଅ, ତୁ ତ ସିଂହର ପୁଅ ଅଟେ! ପପ୍ପୁ- ମାଡାମ ମଧ୍ୟ ଏହା କହୁଛନ୍ତି । ବାପା – କଣ? ପପ୍ପୁ- କେଜାଣି କେଉଁ ପଶୁର ପୁଅ ଅଟେ… କିଛି ପଢୁନାହିଁ .